ରାଜ୍ୟର ପ୍ରଥମ ବିଜେପି ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ ପ୍ରସନ୍ନ। ସେ ଥିଲେ ରାଜ୍ୟର ପ୍ରଥମ ବିଜେପି ବିଧାୟକ।

State s first BJP MLA Prasanna Patnaik passes away
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+