ଶ୍ରୀମନ୍ଦିରରୁ ପୁଣି ଖସିଲା ପଥର

ପୁରୀ: ପୁରୀ ଶ୍ରୀମନ୍ଦିରରୁ ଆସିଲା ବଡ଼ ଖବର । ଶ୍ରୀମନ୍ଦିର ଉପରୁ ଖସିଛି ପଥର । ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି ।

Shree mandir

ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ହୋଇନି । କେହି ବି ସେବାୟତ କିମ୍ବା ଭକ୍ତ ଆହତ ହେଇନାହାଁନ୍ତି । ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଥିବାବେଳେ, ପଥରଟି କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି ।
ବଡ଼ଦେଉଳ ଦକ୍ଷିଣ-ପଶ୍ଚିମ ପଟ ମନ୍ଦିରରୁ ଖସିଛି ପଥର । ବିମଳା ମନ୍ଦିର ନିକଟ ବରାହ ମନ୍ଦିର ପାଖ ମୁଖ୍ୟ ମନ୍ଦିରରୁ ପଥର ଖସିଛି । ASI ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର ପରିବର୍ତ୍ତନ କରାଯାଇଥିଲା । ସେଠାରୁ ପଥର ଖସିଥିବା ନେଇ ଅନୁମାନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+