ବେଆଇନ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ
ବେଆଇନ୍ ଚାନ୍ଦା ଆଦାୟ କରୁଛନ୍ତି କି? ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ କଡ଼ା ନିର୍ଦ୍ଦେଶ। ସମସ୍ତ ଏସ୍ପିଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ପୋଲିସ ଡିଜି। ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ।

ପାର୍ବଣ ଋତୁରେ ନିରାପତ୍ତା ଓ ସୁରକ୍ଷା ନେଇ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।












Click it and Unblock the Notifications