ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଉଠାଇଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଉଠାଇଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ ହେବ । ରାସନ କାର୍ଡରେ ଥିବା ସଦସ୍ୟଙ୍କ ମୃତ୍ୟୁ ସଂପର୍କିତ ତଥ୍ୟ ଲୁଚାଇ ପିଡିଏସ ସାମଗ୍ରୀ ଉଠାଇଲେ ଦେଢଗୁଣା ଅର୍ଥ ଆଦାୟ କରାଯିବ । ସଂପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ତାରିଖ ପରଠାରୁ ନେଇଥିବା ପିଡିଏସ ସାମଗ୍ରୀର ମୂଲ୍ୟର ଦେଢ଼ଗୁଣ ଅର୍ଥ ପରିବାର ଲୋକଙ୍କ ଠାରୁ ଆଦାୟ କରାଯିବ । ଏଥିପାଇଁ ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦାୟ ୨୦୧୬କ ଧାରା ୨୭(୧)ରେ ସଂଶୋଧନ କରାଯାଛି ।

deceased person

ଏହାକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି । ସେହିପରି ଅନ୍ତୋଦ୍ୟୋୟ ଅନ୍ନ ଯୋଜନାରେ ହିତାଧିତାରୀଙ୍କୁ ସାମିଲ ପାଇଁ ଆୟ ସୀମା ବଢ଼ିଛି । ପୂର୍ବରୁ ଘରୋଇ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ଗ୍ରାମାଞ୍ଚଳରେ ମାସିକ ୧୦ ହଜାର ଟଙ୍କା ଓ ସହରାଞ୍ଚଳରେ ୧୫ ହଜାର ଟଙ୍କା ରୁ ଅଧିକ ଦରମା ପାଉଥିଲେ ଏଥିରୁ ବାଦ ପଡୁଥିଲେ । ସରକାର ଏବେ ଆୟ ମାନଦଣ୍ଡକୁ ବୃଦ୍ଧି କରିଛନ୍ତି । ଗ୍ରାମାଞ୍ଚଳ ପାଇଁ ୧୫ ହଜାର ଓ ସହରାଞ୍ଚଳ ପାଇଁ ଆୟ ସୀମା ୨୦ ହଜାର ରଖାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+