ବାଂଲାଦେଶୀଙ୍କୁ ଚିହ୍ନଟ କରିବା ପାଇଁ ସମସ୍ତ ଏସ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ

ବାଂଲାଦେଶୀଙ୍କୁ ଚିହ୍ନଟ, ଅଟକ ଓ ତଡ଼ି ପାର୍‌ ପାଇଁ ସ୍ୱତନ୍ତ୍ର କାର୍ଯ୍ୟବାହିନୀ କମିଟି ।ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାଂଲାଦେଶୀଙ୍କୁ ଚିହ୍ନଟ କରିବା ପାଇଁ ସମସ୍ତ ଏସ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ' । ୧୮ଟି ଜିଲ୍ଲାସ୍ତରୀୟ ଅଟକ କେନ୍ଦ୍ର ଓ ୨ଟି ରାଜ୍ୟସ୍ତରୀୟ ଅଟକ କେନ୍ଦ୍ର ଖୋଲିଛି ।

mohan majhi

୧୭୬୮ ସନ୍ଦିଗ୍ଧଙ୍କୁ ଯାଞ୍ଚ କରାଯାଇଛି, ୫୧ ଅବୈଧ ଘୋଷଣା । ବର୍ତ୍ତମାନ ବି ୫୦ ସନ୍ଦିଗ୍ଧଙ୍କ ପରିଚୟ ପତ୍ର ଯାଞ୍ଚ ପ୍ରକ୍ରିୟା ଜାରି ରହିଛି । ସ୍ୱତନ୍ତ୍ର ଆପ୍‌ ଜରିଆରେ ଚିହ୍ନଟ ହେଉଛି।ଅନୁପ୍ରବେଶକାରୀ ବାଂଲାଦେଶୀ' । ବରିଷ୍ଠ ଗୁଇନ୍ଦା ଅଧିକାରୀ ସମ୍ଭାବ୍ୟ ଅନୁପ୍ରବେଶ ଜିଲ୍ଲାକୁ ପରିଦର୍ଶନ କରୁଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+