ସରକାରଙ୍କ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତିକୁ ବିରୋଧ: ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସାମ୍ନାରେ ଛାତ୍ରଛାତ୍ରୀ ଧାରଣା
ବାଣୀବିହାର ଉତ୍କଳ ବିଶ୍ୱବିଦ୍ୟାଳୟରେ ହଷ୍ଟେଲ ବନ୍ଦକୁ ନେଇ ତାତିଲେ ଛାତ୍ରଛାତ୍ରୀ । ମୁଖ୍ୟ ଫାଟକ ଆଗରେ ଜୋରଦାର ବିକ୍ଷୋଭ ।
ଭୁବନେଶ୍ୱର: ରାଜ୍ୟରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତିକୁ ବିରୋଧ । ବାଣୀବିହାର ଉତ୍କଳ ବିଶ୍ୱବିଦ୍ୟାଳୟରେ ହଷ୍ଟେଲ ବନ୍ଦକୁ ନେଇ ତାତିଲେ ଛାତ୍ରଛାତ୍ରୀ । ମୁଖ୍ୟ ଫାଟକ ଆଗରେ ଜୋରଦାର ବିକ୍ଷୋଭ । ବିଶ୍ୱ ବିଦ୍ୟାଳୟର ଫାଟକରେ ତାଲା ପକାଇ ରାଜରାସ୍ତାରେ ଆନ୍ଦୋଳନରେ ବସିଛନ୍ତି ୟୁନିଭର୍ସିଟି ଛାତ୍ରଛାତ୍ରୀ ।

ସେମାନଙ୍କ ଅଭିଯୋଗ ହଷ୍ଟେଲରେ କୌଣସି ପିଲାଙ୍କ ଠାରେ କରୋନା ଦେଖାଯାଇନି । ନିର୍ବାଚନ ରାଲି, ମଲ୍ ଆଦିରେ ଲୋକଙ୍କ ଗହଳି ଭିତରେ କରୋନା ବ୍ୟାପୁନାହିଁ, କିନ୍ତୁ ଶିକ୍ଷାନୁ୍ଷ୍ଠାନରେ କରୋନା ବ୍ୟାପୁଛି କହି ସରକାର ହଷ୍ଟେଲ ଖାଲି କରିବାକୁ କାହିଁକି କହୁଛନ୍ତି ବୋଲି ଉତ୍ତେଜିତ ଛାତ୍ରଛାତ୍ରୀମାନେ ପ୍ରଶ୍ନ କରିଛନ୍ତି ।
More From
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ପୁଣି ଖସିଲା ସୁନା-ରୂପା ରେଟ୍ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଶୁଭମନ ଗିଲ୍ ସର୍ବଶ୍ରେଷ୍ଠ ଅନ୍ତରାଷ୍ଟ୍ରୀୟ କ୍ରିକେଟର -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ -
ଗହଣା କିଣିବା ପୂର୍ବରୁ ପକାନ୍ତୁ ନଜର, ଜାଣିରଖନ୍ତୁ ଆଜିର ଦାମ୍












Click it and Unblock the Notifications