ଆସନ୍ତାକାଲିଠୁ +2 ନାମଲେଖା ଆବେଦନ
କାଲିଠୁ +୨ ନାମଲେଖା ଆବେଦନ। ଆସନ୍ତାକାଲିଠୁ ନାମଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଆସନ୍ତାକାଲିଠୁ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ।

SAMS ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। www.samsodisha.gov.in ରେ କରିବେ ଆବେଦନ। ଜୁଲାଇ ୭ରେ ବାହାରିବ ପ୍ରଥମ ମେରିଟ୍ ଲିଷ୍ଟ। ଜୁଲାଇ ୮ରୁ ୧୪ ଯାଏଁ ହେବ ଆଡମିଶନ୍। ଏହାପରେ ଜୁଲାଇ ୨୪ ତାରିଖରୁ ହେବ ପାଠପଢ଼ା।












Click it and Unblock the Notifications