ମାଟ୍ରିକ ପରୀକ୍ଷାଫଳ ବାହାରିବା ପୂର୍ବରୁ ଜୀବନ ହାରିଲେ ଛାତ୍ରୀ
ମାଟ୍ରିକ ରେଜଲ୍ଟ ବାହାରିବା ପୂର୍ବରୁ ଜୀବନ ହାରିଲେ ଛାତ୍ରୀ । ନିଜ ଦେହରେ କିରୋସିନ ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି । ଗଞ୍ଜାମରୁ ଆସିଛି ଏପରି ଏକ ଦୁଃଖଦ ଘଟଣା ।
ବ୍ରହ୍ମପୁର: ମାଟ୍ରିକ ରେଜଲ୍ଟ ବାହାରିବା ପୂର୍ବରୁ ଜୀବନ ହାରିଲେ ଛାତ୍ରୀ । ନିଜ ଦେହରେ କିରୋସିନ ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି । ଗଞ୍ଜାମରୁ ଆସିଛି ଏପରି ଏକ ଦୁଃଖଦ ଘଟଣା ।

ଗଞ୍ଜାମ ଦିଗପହଣ୍ଡି ଏନ୍ଏସି ରାଣୀସାହିର କଳ୍ପନା ଜେନା ପଦ୍ମନାଭପୁର ସରସ୍ୱତୀ ଶିଶୁ ମନ୍ଦିରରେ ଦଶମ ଶ୍ରେଣୀରେ ପଢ଼ୁଥିଲେ ଏହି ଛାତ୍ରୀ କଳ୍ପନା । ଚଳିତ ଥର ସେ ମାଟ୍ରିକ ପରୀକ୍ଷା ଦେଇଥିଲେ । କିନ୍ତୁ ପରୀକ୍ଷା ଫଳ ବାହାରିବା ପୂର୍ବରୁ ହିଁ ସେ ଜୀବନ ହାରିଦେଲେ। ପରିବାର ଲୋକଙ୍କ କହିବା ଅନୁସାରେ ଦିନ ପ୍ରାୟ ସାଢ଼େ ଏଗାରଟା ବେଳେ କଳ୍ପନା କିରୋସିନ ଧରି ଘରେ ପଶି କବାଟ ଦେଇଦେଇଥିଲେ । ଏହାପରେ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ ।
ପରିବାର ଲୋକେ ଘର ଭିତରେ ନିଆଁ ଜଳୁଥିବା ଦେଖି ପରିବାର ଲୋକ କବାଟ ଭାଙ୍ଗି ଘର ଭିତରେ ପଶିଥିଲେ। ସେତେବେଳକୁ କଳ୍ପନାଙ୍କ ଶରୀର ପ୍ରାୟ ଅଂଶ ପୋଡି ଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଫଳରେ ବ୍ରହ୍ମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛନ୍ତି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications