ସ୍କୁଲ, କଲେଜରେ ରାଷ୍ଟ୍ରୀୟ ସଙ୍ଗୀତ 'ବନ୍ଦେ ମାତରମ' ଗାନ କରିବେ ଛାତ୍ରଛାତ୍ରୀ
ଆସନ୍ତା ୭ରେ ଛାତ୍ରଛାତ୍ରୀ ଗାଇବେ ବନ୍ଦେ ମାତରମ । ନଭେମ୍ବର ୭ରେ ପାଳନ ହେବ 'ବନ୍ଦେ ମାତରମ'ର ୧୫୦ ବର୍ଷ ପୂର୍ତ୍ତି । ସ୍କୁଲ, କଲେଜରେ ରାଷ୍ଟ୍ରୀୟ ସଙ୍ଗୀତ 'ବନ୍ଦେ ମାତରମ' ଗାନ କରିବେ ଛାତ୍ରଛାତ୍ରୀ । ଓଡ଼ିଆ ଭାଷା, ସାହିତ୍ୟ ବିଭାଗ ପକ୍ଷରୁ ଗଣଶିକ୍ଷା/ଉଚ୍ଚଶିକ୍ଷା ବିଭାଗକୁ ଚିଠି ।

ସୂଚନା ଥାଉକି, ନଭେମ୍ବର ୭ରେ ପାଳନ ହେବ 'ବନ୍ଦେ ମାତରମ'ର ୧୫୦ ବର୍ଷ ପୂର୍ତ୍ତି। ନଭେମ୍ବର ୭ ତାରିଖ ସମସ୍ତ ସ୍କୁଲ ଓ କଲେଜରେ 'ରାଷ୍ଟ୍ରୀୟ ଗୀତ' ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ପାଳନ କରାଯିବ । ଏ ନେଇ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଗୋଟିଏ ଦିନ ଦେଶ ପାଇଁ ପୁଣି ଏକ ହେବ ଓଡ଼ିଶା। ଛାତ୍ରଛାତ୍ରୀ ଗାଇବେ ରାଷ୍ଟ୍ରୀୟ ସଙ୍ଗୀତ।












Click it and Unblock the Notifications