ଟ୍ୱିନ୍ ସିଟିରେ ଟ୍ରାଫିକ୍ ସମ୍ଭାଳିବେ ଛାତ୍ରଛାତ୍ରୀ; ସୂଚନା ଦେଲେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ
ଟ୍ୱିନ୍ ସିଟିରେ ଟ୍ରାଫିକ୍ ସମ୍ଭାଳିବେ ଛାତ୍ରଛାତ୍ରୀ । ସୂଚନା ଦେଲେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ । 'ଆଜି ୫୩ ଷ୍ଟୁଣ୍ଡେଣ୍ଟ ଟ୍ରାଫିକ୍ ଭଲେଣ୍ଟିଓର କମିଶନରେଟ ପୋଲିସରେ ସାମିଲ ।
ସମସ୍ତ ଷ୍ଟୁଣ୍ଡେଣ୍ଟ ଭଲେଣ୍ଟିଓରଙ୍କୁ ନିର୍ଦ୍ଦିଷ୍ଟ ପୋଷାକ ସହ ଟୋପି ଦିଆଯାଇଛି। ଷ୍ଟୁଣ୍ଡେଣ୍ଟଙ୍କ ଯୋଗଦାନ ବଡ଼ ସହାୟକ ହେବ କହିଲେ ଏସ୍ ଦେବଦତ୍ତ ସିଂ। ଷ୍ଟୁଣ୍ଡେଣ୍ଟଙ୍କ ଯୋଗଦାନ ଟ୍ରାଫିକ୍ ବ୍ୟବସ୍ଥାକୁ ଆହୁରି ମଜଭୁତ କରିବ।













Click it and Unblock the Notifications