ଏଣିକି ମୁଖ୍ୟମନ୍ତ୍ରୀ ବସ୍ ସେବାରେ ମାଗଣାରେ ଯାତାୟାତ କରିବେ ଛାତ୍ରଛାତ୍ରୀ
ମୁଖ୍ୟମନ୍ତ୍ରୀ ବସ୍ ସେବାରେ ସ୍କୁଲ ପିଲାଙ୍କ ପାଇଁ ମାଗଣା ସେବା । ଡ୍ରପଆଉଟ୍ ସଂଖ୍ୟା ରୋକିବାକୁ ପଦକ୍ଷେପ । ଅଧିକ ସ୍କୁଲକୁ ଯାତାୟତ ବଢ଼ାଇବାକୁ ନୂଆ ରୁଟ୍ ପ୍ରସ୍ତୁତ କରିବ ଓଏସଆରଟିସି । ୫୦% ରିହାତି ବଦଳରେ ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନା ଅଧୀନରେ ଛାତ୍ରଛାତ୍ରୀମାନଙ୍କ ପାଇଁ ମାଗଣା ବସ୍ ଯାତ୍ରାର ବ୍ୟବସ୍ଥା କରାଯିବ ।













Click it and Unblock the Notifications