ଆସନ୍ତା ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିବେ ।୧୭ ସୁଦ୍ଧା ଚୟନ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ ।