ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା' ୩ୟ କିସ୍ତି ଟଙ୍କା
ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା 'ସୁଭଦ୍ରା' ୩ୟ କିସ୍ତି ଟଙ୍କା । ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ।
-
୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ବ୍ୟାଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା ।ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୫ ହଜାର ଲେଖାଏଁ ଟଙ୍କା ।













Click it and Unblock the Notifications