Get Updates
Get notified of breaking news, exclusive insights, and must-see stories!

୬୦ ବର୍ଷ ହୋଇଥିବା ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନ୍‌ସନ୍

60 ବର୍ଷ ହୋଇଥିଲେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ । ଏମବିପିୱାଇ ଓ ଏନଏସଏପିରେ ହିତାଧକାରୀଙ୍କୁ ଏନେଇ ଅନ୍ତର୍ଭୁକ୍ତ କରାଯିବ । 60 ବର୍ଷ ପରେ ହିତାଧିକାରୀଙ୍କୁ ଏଥିରେ ଆବେଦନ କରିବାକୁ ପଡ଼ିବ । ଅଧିକ ବୟସ୍କ ଓ ଦୂର୍ବଳ ଲୋକଙ୍କୁ ଅଧିକ ପ୍ରଥମିକତା ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।

subhadra

ତେବେ ମଧୁବାବୁ ପେନସନ୍‌ ଯୋଜନାରେ ଯୋଡ଼ିହେବେ ସୁଭଦ୍ରା ହିତାଧିକାରୀ । ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମରେ ମଧ୍ୟ ସାମିଲ୍ ହେବେ ସୁଭଦ୍ରା ଲାଭାର୍ଥୀ । ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଏନେଇ ଚିଠି ହୋଇଛି।

୬୦ ବର୍ଷ ପରେ MBPY/NSAPରେ ଯେ କୌଣସି ଅଧୀନରେ ପେନସନ ପାଇଁ ଯୋଗ୍ୟ ହେବେ । ଏଥିରେ ରାଜ୍ୟର ୨ ଲକ୍ଷରୁ ଊର୍ଦ୍ଧ୍ବ ସୁଭଦ୍ରା ଲାଭାର୍ଥୀ ଉପକୃତ ହେବେ ବୋଲି ଜଣାପଡ଼ିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+