ସୁଭଦ୍ରା ଟଙ୍କାଙ୍କୁ ନେଇ ଆସିଲା ବଡ ଖବର; ଅଙ୍ଗନବାଡି କର୍ମୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ଖୁବ୍‌ ଶୀଘ୍ର ତୃତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ଘୋଷଣା ହେବା ନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।

Subhadra Yojana

ବାଦ୍‌ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା । କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଖାରଜ ହୋଇଥିବା ୨ଲକ୍ଷ ୬୭ ହଜାର ଆବେଦନ ରି-ଚେକ୍‌ ହେବ । ବାରମ୍ବାର ଚେକ୍‌ ହେବ, କେହି ବି ବଞ୍ଚିତ ହେବେ ନାହିଁ । ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+