୪ ଲକ୍ଷ ୫୭ ହଜାରରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା, ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଅଧିକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି। ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି।

ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଆଜି ପ୍ରଥମ କିସ୍ତି ମିଳିଛି। ସେହିପରି ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।
More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications