Get Updates
Get notified of breaking news, exclusive insights, and must-see stories!

ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା ; ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ଏକାଥରେ ମିଳିବ ଦୁଇ କିସ୍ତିର ଟଙ୍କା

୨୪ରେ ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ପ୍ରଭାତୀଙ୍କ ଏହି ଘୋଷଣା ପରେ ଏବେ ପୁଣି ଥରେ ସୁଭଦ୍ରା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

subhadra yojana

ମାର୍ଚ୍ଚରେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ଅନେକଙ୍କ କୌଣସି କାରଣ ବଶତଃ ଆକାଉଣ୍ଟକୁ ଟଙ୍କା ଆସିନଥିଲା । କିନ୍ତୁ ସେମାନେ ଏବେ ଆଦୌ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ । କାରଣ ପୁଣି ଥରେ ଏହି ମାସରେ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଆସିବାକୁ ଯାଉଛି ।

ସୂଚନା ଅନୁସାରେ, ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ଏପ୍ରିଲ ୨୪ରେ ପ୍ରଥମ କିସ୍ତିର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ । ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ, ସେମାନେ ପାଇବେ ବୋଲି ପ୍ରଭାତୀ ସ୍ପଷ୍ଟ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+