ପୋର୍ଟାଲ ଦେଲେ ସୁଭଦ୍ରା ଯୋଜନାର ଅପଡେଟ; ଉନ୍ମୋଚନ କଲେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : 'ସୁଭଦ୍ରା' ସମ୍ପର୍କିତ ସମସ୍ତ ସୂଚନା ପୋର୍ଟାଲରେ ଉପଲବ୍ଧ ହେବ । ଏଥିପାଇଁ 'ସୁଭଦ୍ରା' ପୋର୍ଟାଲ ଉନ୍ମୋଚନ ହୋଇଯାଇଛି ।

Subhadra Yojana

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି । ଏଥିରେ ସମସ୍ତ ସୂଚନା ରହିବ ଏବଂ ସାଧାରଣ ନାଗରିକ ଏଥିରୁ ସଠିକ୍ ତଥ୍ୟ ପାଇପାରିବେ। ମହିଳାମାନେ କୌଣସି ବି ତଥ୍ୟ ଜାଣିବାକୁ ଚାହିଁଲେ ପୋର୍ଟାଲରୁ ଜାଣିପାରିବେ ।

ସେଥିପାଇଁ ପୋର୍ଟାଲରେ ସଠିକ୍ ଏବଂ ସରଳ ଭାବେ ସୂଚନା ଉପଲବ୍ଧ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ କରନ୍ତୁ https://subhadra.odisha.gov.in/

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+