Get Updates
Get notified of breaking news, exclusive insights, and must-see stories!

Subhadra Rally: ଆଜିଠୁ ରାଜ୍ୟର ସବୁ ପଞ୍ଚାୟତରେ ହେବ ସୁଭଦ୍ରା ରାଲି

ଆଜିଠୁ ରାଜ୍ୟର ସବୁ ପଞ୍ଚାୟତରେ ହେବ ସୁଭଦ୍ରା ରାଲି । ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ଓ ଛାତ୍ରୀ ଏହି ରାଲିରେ ସାମିଲ ହେବେ ।

୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ ରାଲି ଚାଲିବ । ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଏହି ରାଲି ଅନୁଷ୍ଠିତ ହେବ। ରାଜ୍ୟର ୬ ହଜାର ୪୯୪ଟି ସ୍ଥାନରେ ସୁଭଦ୍ରା ରାଲିର ଆୟୋଜନ କରାଯାଇଛି ।

Subhadra rally

ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ପଥପ୍ରାନ୍ତ ସଭାର ମଧ୍ୟ ଆୟୋଜନ କରାଯିବ । ଯୋଜନାକୁ ବ୍ୟାପକ କରିବାକୁ ଲକ୍ଷ୍ୟ ରହିଛି ବୋଲି ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତାକାଲି ୧ ଲକ୍ଷ ୭୦ ହଜାର ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇବେ । ୮ ତାରିଖ ମହିଳା ଦିବସ ଅବସରରେ ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଦ୍ବିତୀୟ କିସ୍ତି ଟଙ୍କା ଯିବ। ମାତ୍ର ତିନି ଦିନ ଭିତରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ୧୦ ଜହାର ଟଙ୍କା । ନୂଆ ଆବେଦନକାରୀଙ୍କ ଲାଗି ମାର୍ଚ୍ଚ ୩୧ ଶେଷ ତାରିଖ ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+