ପ୍ରତ୍ୟେକ ଜିଲ୍ଲାରେ ‘ସୁଭଦ୍ରା ଶକ୍ତି ବଜାର' ପ୍ରତିଷ୍ଠା; ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ୩୬ ହଜାର ଲକ୍ଷପତି ଦିଦି

ଭୁବନେଶ୍ୱରରେ ନିର୍ମାଣ ହେବ 'ସୁଭଦ୍ରା ଶକ୍ତି ବଜାର । ପ୍ରତ୍ୟେକ ଜିଲ୍ଲାରେ 'ସୁଭଦ୍ରା ଶକ୍ତି ବଜାର' ବି ପ୍ରତିଷ୍ଠା ହେବ । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦଗୁଡ଼ିକୁ ବଜାରୀକରଣ ହେବ ।

ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ୩୬ ହଜାର ଲକ୍ଷପତି ଦିଦି ସୃଷ୍ଟି କରିଛନ୍ତି । ଲକ୍ଷପତି ଦିଦି ଯୋଜନା କେବଳ ଗ୍ରାମାଞ୍ଚଳରେ ସୀମିତ । ତେଣୁ ରାଉରକେଲାରେ କୌଣସି ଲକ୍ଷପତି ଦିଦି ଚିହ୍ନଟ ହୋଇନାହିଁ ।

Subhadra Shakti Bazaar established in every district
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+