ମାର୍ଚ୍ଚ ୮ ପର୍ଯ୍ୟନ୍ତ ଚାଲିବ 'ସୁଭଦ୍ରା' ପଞ୍ଜିକରଣ

Odisha News: ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ଚାଲିବ 'ସୁଭଦ୍ରା' ଯୋଜନା ଆବେଦନ ଓ ପଞ୍ଜିକରଣ ପ୍ରକ୍ରିୟା । ସେହିପରି ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନିଜ ଏହି ଯୋଜନାର ଶୁଭାରମ୍ଭ କରିବା ପରେ ଯୋଗ୍ୟ ହିତାଧିକାରୀ ପାଇବେ ପ୍ରଥମ କିସ୍ତି ଅର୍ଥାତ୍ ୫ ହଜାର ଲେଖାଏଁ ଟଙ୍କା ଯିବ । ଏହି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ଏହାପରେ ପର୍ଯ୍ୟାୟକ୍ରମେ ପ୍ରଥନ କିସ୍ତିର ଟଙ୍କା ଦିଆଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

Subhadra Yojana

ଲୋକଙ୍କ ମନରେ ସୁଭଦ୍ରା ଯୋଜନାକୁ ଲାଗି ରହିଥିବା ଦ୍ୱନ୍ଦକୁ ଦୂର କରିବା ପାଇଁ ଯାଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ, ଆସନ୍ତା ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଯୋଜନା ପାଇଁ ପଞ୍ଜିକରଣ ଓ ଆବେଦନ ପ୍ରକ୍ରିୟା ଜାରି ରହିବ ।

ସେହିପରି ଉପ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠା ଯିବ, ପ୍ରଥମେ ବ୍ୟାଙ୍କ ଆକାଉଣ୍ଟ ସଚଳ ଅଛି କି ନାହିଁ ଜାଣିବା ପାଇଁ ୧ ଟଙ୍କା ପଠାଯିବ । ଏହାପରେ ପର୍ଯ୍ୟାୟକ୍ରମେ କିସ୍ତି ଟଙ୍କା ମିଳିବ । ତେବେ ଟଙ୍କା ପଠାଯିବା ପରେ SMS ମାଧ୍ୟମରେ ସୂଚନା ଦିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+