ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ୧୫ ପରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୌଣସି ସୂଚନା ଦେଇନାହାନ୍ତି। ମାର୍ଚ୍ଚ ୩୦ରେ ଆବେଦନ କରିଲେ, ଏକାଥରକେ ମିଳିବ ସୁଭଦ୍ରାର ଦୁଇଟି କିସ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକରିବା ଯାଏଁ ଚାଲିବ ପଞ୍ଜୀକରଣ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

subhadra yojana

ସେ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା। ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଏବେ ଅଙ୍ଗନବାଡ଼ି ଦିଦି ମାନେ ଘରକୁ ଘର ବୁଲୁଛନ୍ତି । ତେଣୁ ଯାହାର ୫ ଏକର ଜମି ଅଛି ବା ନାହିଁ, ଏହି ଦ୍ଵନ୍ଦ ପାଇଁ ଡିସେମ୍ବର ୩୦ ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି । ତେଣୁ ଜାନୁଆରୀ ୧୫ ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+