Subhadra Yojana: ଫେବ୍ରୁଆରୀ ୮ରେ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା; ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ

ଫେବ୍ରୁଆରୀ ୮ରେ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାଜପୁରରେ 'ସୁଭଦ୍ରା' ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ । ୩ ଓ ୪ ତାରିଖରେ ବ୍ୟାଙ୍କରେ NPCI ଚେକ୍‌ କରିପାରିବେ । ଛୋଟଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ।୪ର୍ଥ ପର୍ଯ୍ୟାୟରେ ୧ କୋଟି ଟପିପାରେ ହିତାଧିକାରୀ ସଂଖ୍ୟା । ଫେବ୍ରୁଆରୀରେ ଯଦି ବଞ୍ଚିତ ହୁଅନ୍ତି, ଯାଞ୍ଚ କରିବାର ମାସେ ସମୟ ରହିଛି । ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚକରି ତଥ୍ୟ ଦାଖଲ କଲେ ଟଙ୍କା ପାଇପାରିବେ ।

Subhadra Yojana
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+