Subhadra Yojana: ପରୀକ୍ଷାମୂଳକ ଭାବେ 'ସୁଭଦ୍ରା' ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

ପରୀକ୍ଷାମୂଳକ ଭାବେ 'ସୁଭଦ୍ରା' ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ସୁଭଦ୍ରା' ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତା ଗଲା ୧ ଟଙ୍କା। ସୁଭଦ୍ରା'ଶୋଭାଯାତ୍ରାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା। ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ନପହଞ୍ଚିବା ଯାଏଁ ଯୋଜନା ଚାଲିବ। ୧୭ ତାରିଖକୁ ନେଇ ଭୟଭୀତ ହୁଅନି, ସବୁ ଆକାଉଣ୍ଟକୁ ଟଙ୍କା ଯିବ।

subhadra yojana

ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ 'ସୁଭଦ୍ରା' ଯୋଜନାର ପ୍ରଥମ କିସ୍ତି। ଏଯାବତ୍‌ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ପ୍ରଥମ କିସ୍ତି ମିଳିବ ।

୧ ଜୁଲାଇ ୨୦୨୪ ସୁଦ୍ଧା ୨୧ରୁ କମ୍‌ ଓ ୬୦ରୁ ଅଧିକ ହୋଇଥିଲେ ପାଇବେନି
ବର୍ତ୍ତମାନ କିମ୍ବା ପୂର୍ବତନ ସାଂସଦ/ବିଧାୟକ ହୋଇଥିଲେ ପାଇବେନି
ଆୟକର ଦେଉଥିଲେ ପାଇବେନି
ସୁଭଦ୍ରା ସହାୟତା ୱାର୍ଡମେମ୍ବର/କାଉନସିଲର ଛଡ଼ା ଅନ୍ୟ ପଞ୍ଚାୟତ ପ୍ରତିନିଧି ହୋଇଥିଲେ ମିଳିବନି

ସୁଭଦ୍ରା ଏଟିଏମ୍‌ କାର୍ଡ... ସୁଭଦ୍ରା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଏଟିଏମ୍‌ କାର୍ଡ । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୫ ବର୍ଷରେ ମିଳିବ ୫୦ ହଜାର ଟଙ୍କା । ୫ ହଜାର ଲେଖାଏଁ ବର୍ଷକୁ ୨ ଥର ମୋଟ ୧୦ ହଜାର ଟଙ୍କା ମିଳିବ । ବର୍ଷକୁ ୧୦ ହଜାର କରି ୫ ବର୍ଷ ଯାଏଁ ମିଳିବ ମୋଟ ୫୦ ହଜାର । ବର୍ଷକୁ ୨ ଥର ପ୍ରଥମ କିସ୍ତି ରାକ୍ଷୀ ଓ ୨ୟ କିସ୍ତି ମାର୍ଚ୍ଚ ୮ରେ ମିଳିବ । ଅଧିକ ଡିଜିଟାଲ କାରବାର କଲେ ପଞ୍ଚାୟତରୁ ଶହେ ଜଣଙ୍କୁ ଅତିରିକ୍ତ ୫ଶହ ଟଙ୍କା ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+