Get Updates
Get notified of breaking news, exclusive insights, and must-see stories!

ଅବଦୁଲ କଲାମ ଦ୍ୱୀପରୁ କ୍ଷେପଣାସ୍ତ୍ର ’ସାଗରିକା’ର ସଫଳ ପରୀକ୍ଷଣ

ବାଲେଶ୍ୱର: ସ୍ଥଳଭାଗ ପାଇଁ ଉପଯୋଗୀ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର 'ସାଗରିକା'ର ସଫଳ ପରୀକ୍ଷଣ। ଶନିବାର ଧାମରାର ଅବଦୁଲ କଲାମ ଦ୍ୱୀପରୁ ସନ୍ଧ୍ୟା ୬ଟା ୫୫ରେ ୪ ନମ୍ବର ଲଞ୍ଚ ପ୍ୟାଡରୁ ଏହି ପରୀକ୍ଷଣ କରାଯାଇଥିଲା ।

Sagarika

ଏହି କ୍ଷେପଣାସ୍ତ୍ର ୭୫୦ କିଲୋମିଟର ଯାଏଁ ଲକ୍ଷ୍ୟଭେଦ କରିପାରିବ । ଏହି ବାଲାଷ୍ଟିକ୍ ମିସାଇଲ ପରୀକ୍ଷଣ ସମୟରେ ଡିଆରଡିଓ, ଭାରତୀୟ ନୌସେନାର ବହୁ ଉଚ୍ଚପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ । ପରୀକ୍ଷଣ ପରେ ଭାରତ ପ୍ରତିରକ୍ଷା କ୍ଷେତ୍ରରେ ଅଧିକ ଶକ୍ତିଶାଳୀ ହେବ ବୋଲି ଡିଆରଡିଓ ପକ୍ଷରୁ କୁହାଯାଇଛି । ପୂର୍ବରୁ ଏହି କ୍ଷେପଣାସ୍ତ୍ର ସାଗରିକାକୁ ପ୍ରତିରକ୍ଷା ବିଭାଗ ନୌସେନାରୁ ବ୍ୟବହାର କରାଯାଇଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+