ଅବ୍‌ଦୁଲ କାଲାମ ଦ୍ବୀପରୁ ଅତ୍ୟାଧୁନିକ ବାଲାଷ୍ଟିକ ମିସାଇଲ ’ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ

ବାଲେଶ୍ବର: ଅବ୍‌ଦୁଲ କାଲାମ ଦ୍ବୀପରୁ ପୁଣି ଅତ୍ୟାଧୁନିକ ବାଲାଷ୍ଟିକ ମିସାଇଲ 'ଅଗ୍ନି ପ୍ରାଇମ'ର ସଫଳ ପରୀକ୍ଷଣ । ଭୂପୃଷ୍ଠରୁ ଭୂପୃଷ୍ଠକୁ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପରୀକ୍ଷଣ । ରାତ୍ରିକାଳୀନ ବ୍ୟବହାରିକ ପରୀକ୍ଷଣ ହୋଇଛି । 'ଅଗ୍ନି-୧ ପ୍ରାଇମ୍‌' ଉଭୟ ଅଣୁ ଓ ପରମାଣୁ ଯୁଦ୍ଧାସ୍ତ୍ର ବହନ କରିପାରିବ।
ସ୍ଥଳଭାଗରୁ ସ୍ଥଳଭାଗକୁ ଲକ୍ଷ୍ୟଭେଦ କରିପାରୁଥିବା ମଧ୍ଯମ ଦୂରଗାମୀ ବାଲେଷ୍ଟିକ ମିସାଇଲ ଅଗ୍ନୀ- ପ୍ରାଇମର କେନିଷ୍ଟାରରୁ ବ୍ୟବହାରିକ ପରୀକ୍ଷଣ କରିଛି ଷ୍ଟାଟେଜିକ୍ କମାଣ୍ଡ ଫୋର୍ସ।

Agni Prime

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଧାମରା ସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ବୁଧବାର ସଂନ୍ଧ୍ଯା ୬ ଟା ୫୦ରେ ଏହାର ସଫଳ ପରୀକ୍ଷଣ କରିଛି । ମଧ୍ୟମ ଦୂରଗାମୀ ଅଗ୍ନୀ ପ୍ରାଇମ୍‌ କ୍ଷେପଣାସ୍ତ୍ର ସ୍ଥିରିକୃତ ବେଗ, ଦୀଗ ଓ ଲକ୍ଷ୍ୟ ସ୍ଥଳକୁ ସଠିକ୍‌ ଭାବେ ଟାର୍ଗେଟ କରିପାରିଥିବା ପ୍ରତିରକ୍ଷା ବିଭାଗ ତରଫରୁ କୁହାଯାଇଛି।

ଅଗ୍ନୀ ପ୍ରାଇମ୍‌ର ଲକ୍ଷ୍ୟଭେଦ କ୍ଷମତା ୨ ହଜାର କିଲୋମିଟର । ଏଥିରେ ୩୦୦୦ କେଜି ପର୍ଯ୍ୟନ୍ତ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+