ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ବାସଡର ହେଲେ ସୁଦର୍ଶନ ପଟ୍ଟନାୟକ
ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ବାସଡର। ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ହେଲେ ବ୍ରାଣ୍ଡ୍ ଆମ୍ବାସଡର। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ ସୁଦର୍ଶନ। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ।













Click it and Unblock the Notifications