ଭତ୍ନଭଣ୍ଡାର ପ୍ରସଙ୍ଗ: ଗଜପତିଙ୍କୁ ଚିଠି ଲେଖିଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ
ପୁରୀ: ଭତ୍ନଭଣ୍ଡାର ପ୍ରସଙ୍ଗରେ ଗଜପତିଙ୍କୁ ଚିଠି ଲେଖିଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ସୁଦର୍ଶନ ପଟ୍ଟନାୟକ ଚିଠି ଲେଖିଛନ୍ତି । ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜାଙ୍କୁ ଚିଠି ଲେଖିଛନ୍ତି ।

ରତ୍ନଭଣ୍ଡାରୁ ଖୋଲିବାକୁ ସରକାରଙ୍କୁ କମିଟି ନିବେଦନ କରୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ସୁଦର୍ଶନ । ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କ ପରିଚାଳନା କମିଟି କହୁ । ପରିଚାଳନା କମିଟିର ଏଜେଣ୍ଡା ଭାବେ ଏହା କାହିଁକି ଆଲୋଚନା ହେଉନି । ସୁରକ୍ଷା ଏବଂ ଭକ୍ତଙ୍କ ଭାବବେଗ ଦୃଷ୍ଟିରୁ କମିଟିର ଆଲୋଚନା ହେଉ । ପରିଚାଳନା କମିଟିରେ ଏଜେଣ୍ଡା ଭାବେ ଏହା କାହିଁକି ଆଲୋଚନା ହେଉନି, ସୁରକ୍ଷା ଓ ଭକ୍ତଙ୍କ ଭାବାବେଗ ଦୃଷ୍ଟିରୁ କମିଟିରେ ଆଲୋଚନା ହେଉ ବୋଲି ଚିଠିରେ ଲେଖିଛନ୍ତି ସୁଦର୍ଶନ ପଟ୍ଟନାୟକ ।
ଏହା ବ୍ୟତୀତୀ ଭକ୍ତମାନଙ୍କ ପାଇଁ ସବୁ ଦ୍ୱାର ଶ୍ରୀଘ୍ର ଖୋଲିବାକୁ ମଧ୍ୟ ନିବେଦନ କଲେ । ସ୍ଥାନୀୟ ଲୋକଙ୍କକ ପାଇଁ ଅତି କମ୍ରେ ଗୋଟିଏ ଦ୍ୱାର ଖୋଳିବା ଦରକାର ବୋଲି କହିଛନ୍ତି ସୁଦର୍ଶନ ପଟ୍ଟନାୟକ ।












Click it and Unblock the Notifications