ସୁନାପୁର ବେଳାଭୂମିକୁ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ; ଏକ୍ସ୍ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲାର ସୁନାପୁର ବେଳାଭୂମିକୁ ୨୦୨୩-୨୪ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ପୁରସ୍କାର ପାଇଁ ବିବେଚିତ କରାଯାଇଛି । ଫାଉଣ୍ଡେସନ ଫର୍ ଏନଭାଇରନମେଣ୍ଟାଲ ଏଜୁକେସନ (ଏଫଇଇ) ସଂସ୍ଥା ପକ୍ଷରୁ ଏ ନେଇ ସର୍ଭେ କରାଯାଇଥିଲା ।

ପ୍ରଥମେ ପୁରୀ ଆଉ ଏବେ ଗଞ୍ଜାମ ଜିଲ୍ଲାର ସୁନାପୁର ବିଚ୍ କୁ ମିଳିଲା ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ୍ ବିଚ୍ ର ମାନ୍ୟତା । ଏହି ଖବର ଆସିବା ପରେ 'ଏକ୍ସ' ରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ଜାହିର କରିଛନ୍ତି ।

Sunapur beach

ସୂଚନା ମୁତାବକ, ୭୭ ଟି ଦେଶର ବେଳାଭୂମିର ସ୍ଥିତି ଫାଉଣ୍ଡେସନ ଫର୍ ଏନଭାଇରନମେଣ୍ଟାଲ ଏଜୁକେସନ (ଏଫଇଇ) ସଂସ୍ଥା ପକ୍ଷରୁ ସର୍ଭେ କରାଯାଇଥିଲା । ବିଚ୍ ର ସୁନ୍ଦର ଓ ସ୍ବଚ୍ଛ ପରିବେଶ, ସୁନ୍ଦର ବେଳାଭୂମୀ ଓ ପର୍ଯ୍ୟଟକ ଅନୁକୁଳ ପରିବେଶ ଭଳି ଦିଗକୁ ଦେଖି ଏହି ମାନ୍ୟତା ପ୍ରଦାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+