ଆଉ ନିର୍ବାଚନ ଲଢ଼ିବିନି କହିଲେ ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ

ଆଉ ରାଜନୀତି କରିବେନି ଜୁଏଲ ଓରାମ । ଏନେଇ କହିଛନ୍ତି ନିଜେ ଜୁଏଲ ଓରାମ । ଜୁଏଲ୍‌ ଓରାମ କହିଛନ୍ତି ଆଉ ନିର୍ବାଚନ ଲଢିବିନି । ଯୁବପିଢିଙ୍କ ପାଇଁ ବାଟ ଛାଡିଦେବି । ଦଳୀୟ ସଂଗଠନ ପାଇଁ ଆଗକୁ କାମ କରିବି ବୋଲି କହିଛନ୍ତି ଜୁଏଲ ।

juel oram

ଜୁଏଲ ଓରାମ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ । ୨୦୧୪, ୨୦୧୯ ଓ ୨୦୨୪ ମସିହାର ଭାରତୀୟ ସାଧାରଣ ନିର୍ବାଚନରେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି ଏବଂ ପୂର୍ବରୁ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସୁନ୍ଦରଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଜୁଲଏ ଓରାମ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+