ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ
ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ । ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସଂପତ୍ତି । ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା, ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍ ଠାବ କରାଯାଇଛି ।













Click it and Unblock the Notifications