ପୁରୀରୁ ୫ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳ ପାଇଁ ଗଡ଼ିଲା ସୁପର ପ୍ରିମୟମ ବସ୍‌

ପୁରୀରୁ ୫ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳ ପାଇଁ ଗଡ଼ିଲା ସୁପର ପ୍ରିମୟମ ବସ୍‌ । ତିରୁପତି, ଅଯୋଧ୍ୟା, ଉଜ୍ଜୟିନୀ, ହାଇଦ୍ରାବାଦ ଓ ଭିଲାଇକୁ ଗଡ଼ିଲା ବସ୍‌। କିଲୋମିଟର ପିଛା ପୁରୁଷଙ୍କ ପାଇଁ ୨ ଟଙ୍କା ଓ ମହିଳାଙ୍କ ପାଇଁ ୧ ଟଙ୍କା ଲାଗୁ ।

Puri

ଭୁବନେଶ୍ବରରୁ ହାଇଦ୍ରାବାଦ୍, ବିଶାଖାପାଟନମକୁ ଗଡ଼ିଛି OSRTC ବସ୍ ।

ରାଜ୍ୟରେ ମୋହନ ସରକାରଙ୍କ ବର୍ଷପୂର୍ତ୍ତି ଉପଲକ୍ଷେ ଏହି ଯୋଜନା ଆରମ୍ଭ କରାଯାଇଥିବା ସୂଚନା ରହିଛି । ରାଜ୍ୟ ଓଡିଶା ସଡକ ପରିବହନ ନିଗମ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଥିଲା ।

ଗତକାଲି ଏହି ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଥିବା ବେଳେ ଆଜି ପୁରୀ ବସଷ୍ଟାଣ୍ଡରୁ ବାହାରିଛି ବସ୍ । OSRTC ଅଧିକାରୀମାନେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+