GST ହ୍ରାସ ପରେ ସଂଶୋଧିତ ମୂଲ୍ୟ ସାମଗ୍ରୀ ଉପରେ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
GST ହ୍ରାସ ପରେ ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ। ସାମଗ୍ରୀ ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ। ।ସମସ୍ତ ଉତ୍ପାଦକ, ପ୍ୟାକର୍ ଓ ଆମଦାନୀକାରୀଙ୍କୁ କେନ୍ଦ୍ରର ନିର୍ଦ୍ଦେଶ । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । GST ସଂଶୋଧନ ହେବା ପୂର୍ବରୁ ସାମଗ୍ରୀରେ ନୂଆ ଦର ଉଲ୍ଲେଖ ଜରୁରୀ' । 'ହ୍ରାସ ପାଇଥିବା GST ଅନୁସାରେ ନୂଆ ଦର ଲାଗୁ ହେବା ଆବଶ୍ୟକ' । ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ଉକ୍ତ ନିର୍ଦ୍ଦେଶନାମା ଲାଗୁ ହେବ' । ପୁରୁଣା ମୂଲ୍ୟକୁ ନ ଲିଭାଇ ତା ପାଖରେ ନୂଆ ମୂଲ୍ୟ ଉଲ୍ଲେଖ ରହିବ' ।













Click it and Unblock the Notifications