ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଟ୍ରକ୍ ସହ ଧକ୍କା
ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ବାରଙ୍ଗ ଷଣ୍ଢପୁର ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା ହେବା ପରେ ଦୁର୍ଘଟଣା । ଦୁର୍ଘଟଣାରେ କାହାରି କୌଣସି କ୍ଷତି ହୋଇନଥିବା ସୂଚନା ।













Click it and Unblock the Notifications