ରବିବାର ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି, ଶପଥ ଗ୍ରହଣ କରିବା ପରେ ପ୍ରଥମ ଓଡିଶା ଗ୍ରସ୍ତ
ରବିବାର ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି। କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନାଚକ୍ରରେ ଯୋଗଦେବେ।
ହାଇକୋର୍ଟ ବାର୍ ଆସୋସିଏସନ୍ ପକ୍ଷରୁ ଆୟୋଜନ ହେବ ଆଲୋଚନା ଚକ୍ର ।













Click it and Unblock the Notifications