ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ; NH ଓ ଏକ୍ସପ୍ରେସ୍‌ୱେରୁ ମଧ୍ୟ ଗୋରୁଙ୍କୁ ହଟାବାକୁ NHAIକୁ ନିର୍ଦ୍ଦେଶ

ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ବୁଲା କୁକୁରଙ୍କୁ ହଟାଇବାକୁ ନିର୍ଦ୍ଦେଶ। ବୁଲା କୁକୁରଙ୍କୁ ହଟାଇ ଆଶ୍ରୟସ୍ଥଳକୁ ନେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ। ମାମଲାର ଶୁଣାଣି କରି ୩ ଜଣିଆ ଖଣ୍ଡପୀଠଙ୍କ ନିର୍ଦ୍ଦେଶ। NH ଓ ଏକ୍ସପ୍ରେସ୍‌ୱେରୁ ମଧ୍ୟ ଗୋରୁଙ୍କୁ ହଟାବାକୁ NHAIକୁ ନିର୍ଦ୍ଦେଶ।

Supreme Court s big verdict on stray dogs
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+