ସୁରେଶ ପନ୍ତ ନୂଆ ପିସିସିଏଫ୍ ନିଯୁକ୍ତ, ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି
ସୁରେଶ ପନ୍ତ ନୂଆ ପିସିସିଏଫ୍ ଭାବେ ନିଯୁକ୍ତ। ୧୯୯୦ ବ୍ୟାଚର ଆଇଏଫଏସ ଅଧିକାରୀ ହେଉଛନ୍ତି ସୁରେଶ ପନ୍ତ। ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।













Click it and Unblock the Notifications