ସୁରେଶ ପୂଜାରୀ ଅସୁସ୍ଥ, ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଅସୁସ୍ଥତା କାରଣରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ହୃଦରୋଗ ସମସ୍ୟା ପାଇଁ ସେ ଗତ ମଙ୍ଗଳବାର ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଗୁରୁବାର ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି ।













Click it and Unblock the Notifications