ନବୀନଙ୍କୁ କଡ଼ା କାଉଣ୍ଟର କଲେ ସୁରେଶ ପୂଜାରୀ; କହିଲେ ନବୀନ ସବୁବେଳେ ନେତାଙ୍କୁ ମାରିଛନ୍ତି, ତିଆରି କରି ନାହାନ୍ତି

ବିଜେଡିକୁ କେହି କେବେ ଭାଙ୍ଗିପାରିବେନି, ଶହେ ବର୍ଷ ରହିବ ବିଜେଡି । ପ୍ରତିଷ୍ଠା ଦିବସରେ ନବୀନଙ୍କ ଏଭଳି କଡା ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ନବୀନଙ୍କୁ ବିତର୍କ ପାଇଁ ଆହ୍ୱାନ ଦେଉଛୁ । ଆଇନଶୃଙ୍ଖଳା କଥା କହୁଛନ୍ତି ଯଦି ଗୃହରେ ମୁଲତବି ପ୍ରସ୍ତାବ ଆଣନ୍ତୁ । ସରକାର ଆଲୋଚନା ପାଇଁ ସବୁବେଳେ ପ୍ରସ୍ତୁତ ଅଛନ୍ତି । ବିଜେପି ଜନସେବାରେ ବ୍ୟସ୍ତ ଅଛି, ବିଜେଡିକୁ ଭାଙ୍ଗିବାକୁ ଚେଷ୍ଟା କରିନି । ବିଜେଡି କିନ୍ତୁ ମେଣ୍ଟ ଭାଙ୍ଗିବା ବେଳେ ବିଜେପିକୁ ଭାଙ୍ଗିବାକୁ ଚେଷ୍ଟା କରିଥିଲା ।

Suresh Pujari

କ୍ଷମତା ଯିବା ପରେ ତାଙ୍କର ଅନେକ ନେତା ବିଜେପି ଯୋଗାଯୋଗରେ ଅଛନ୍ତି । ବିଜେଡି ନେତାଙ୍କୁ ରଖି ପାରୁନି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ଏହାସହିତ ସୁରେଶ ବିଜେଡି ଉପରେ ବର୍ଷି କହିଛନ୍ତି କ୍ଷମତା ହେଉଛି ଫେଭିକଲ୍‌ ଯାହା ଚାଲିଗଲେ ସବୁ ଭାଙ୍ଗିଯାଏ । ନବୀନ ସବୁବେଳେ ନେତାଙ୍କୁ ମାରିଛନ୍ତି, କେବେ କାହାକୁ ତିଆରି କରି ନାହାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+