ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହେଲା ଚିହ୍ନ: ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ପ୍ରାର୍ଥୀଙ୍କ ପାଇଁ ବିଭିନ୍ନ ଚିହ୍ନ

ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ । ୱାର୍ଡମେମ୍ବର, ସରପଞ୍ଚ ଓ ସମିତିସଭ୍ୟଙ୍କ ପାଇଁ ଜାରି ହୋଇଛି ଚିହ୍ନ ।

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ । ୱାର୍ଡମେମ୍ବର, ସରପଞ୍ଚ ଓ ସମିତିସଭ୍ୟଙ୍କ ପାଇଁ ଜାରି ହୋଇଛି ଚିହ୍ନ ।

Panchayat Election

ୱାର୍ଡ ମେମ୍ବରଙ୍କ ପାଇଁ ୧୫ଟି, ସରପଞ୍ଚଙ୍କ ପାଇଁ ୩୨ଟି ଓ ସମିତି ସଭ୍ୟ ପାଇଁ ୧୯ଟି ଚିହ୍ନ ରହିଛି । ସେହିପରି ସ୍ୱାଧୀନ ଜିଲ୍ଲା ପରିଷଦ ପାଇଁ ୧୯ଟି ଚିହ୍ନ ରହିଛି । ରାଜ୍ୟ ନିର୍ବାଚନ କମିଶନର ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଅବଗତ କରିଛନ୍ତି । ସ୍ୱୀକୃତି ପ୍ରାପ୍ତ ଦଳ ସେମାନଙ୍କ ଦଳୀୟ ଚିହ୍ନରେ ଲଢ଼ିବେ ଜିଲ୍ଲା ପରିଷଦ ଆସନ।

Panchayat Election
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+