ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ, ଥାନାରେ ରୁଜୁ ହେଲା ମାମଲା
ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ । ଏପରି ଫଟୋ ସୋସିଆଲ ମିଡିଆରେ ଭାଇରଲ ହେବା ପରେ ବିବାଦ ସୃଷ୍ଟି ହେଉଛି । ସେହିପରି ଏପରି ଟାଟୁ ଆଙ୍କିଥିବା ଭୁବନେଶ୍ୱର ରକି ଟାଟୋଜ ବିରୋଧରେ ସହିଦନଗର ଥାନାରେ ଏତଲା ଦିଆଯାଇଛି । ରକି ଟାଟୋଜ ଷ୍ଟୁଡିଓ ମାଲିକ ରକି ରଞ୍ଜନ ବିଶୋଇ ଜଗନ୍ନାଥଙ୍କୁ ଅପମାନ କରୁଥିବା ନେଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି ।













Click it and Unblock the Notifications