ମେ ୧୫ରୁ ଜୁନ୍‌ ୧୫ ମଧ୍ୟରେ ଶିକ୍ଷକ ବଦଳି , MP/MLA କରିପାରିବେ ଶିକ୍ଷକ ବଦଳି ସୁପାରିସ

ମେ' ୧୫ରୁ ଜୁନ୍ ୧୫ ମଧ୍ୟରେ ଶିକ୍ଷକ ବଦଳି ପ୍ରକ୍ରିୟା ଆରମ୍ଭ କରାଯିବ । ଶିକ୍ଷକ ବଦଳି ସୁପାରିସ କରିପାରିବେ ଏମପି/ବିଧାୟକ । ସର୍ବାଧିକ ୧୫ ଜଣ ଶିକ୍ଷକଙ୍କ ବଦଳି ସୁପାରିସ କରିପାରିବେ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି ।

mohan majhi

ବିଭାଗ ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦୋକଙ୍କୁ ଚିଠି ଲେଖାଯାଇଥିବା ସୂଚନା । ନିଜ ନିର୍ବାଚନ ମଣ୍ଡଳୀରେ ବଦଳି ସୁପାରିସ କରିପାରିବେ ବିଧାୟକ ଏବଂ ସାଂସଦ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+