ଛାତ୍ରଙ୍କୁ ମାଡ଼ ମାରି ଶିକ୍ଷକ ନିଲମ୍ବିତ ! ନିଲମ୍ବନ କଲେ ବ୍ଲକ୍ ଶିକ୍ଷା ଅଧିକାରୀ
ବଳାଙ୍ଗୀର ଜିଲା ସଇଁତଳା ବ୍ଲକ ବୁଦ୍ରାମୁଣ୍ଡା ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ମାରି ଜଣେ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ଶିକ୍ଷକ ପ୍ରତାପ ନନ୍ଦଙ୍କୁ ବ୍ଲକ ଶିକ୍ଷାଅଧିକାରୀ ନିଲମ୍ବନ କରିଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ଅନ୍ୟପକ୍ଷେ ୨୨ ତାରିଖରେ ଛାତ୍ରଙ୍କୁ ମାଡ଼ ମାରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା।












Click it and Unblock the Notifications