ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁ ଗିରଫ
ଅତିଥି ଅଧ୍ୟାପିକାଙ୍କ ସନ୍ଦେହଜନର ମୃତ୍ୟୁ ମାମଲାରେ ବନ୍ଧାହେଲେ ପୁରୁଷ ବନ୍ଧୁ । କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ବିଜ୍ଞାନ ବିଭାଗର ଅତିଥି ଅଧ୍ୟାପିକାଙ୍କର ତାଙ୍କ ପୁରୁଷ ବନ୍ଧୁଙ୍କ ଘରେ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ପରିବାର ଲୋକେ ପୁରୁଷ ବନ୍ଧୁ ରୁଦ୍ର ନାରାୟଣ ମିଶ୍ରଙ୍କ ନାମରେ ହତ୍ୟା ଅଭିଯୋଗ ଆଣି ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୁରୁଷ ବନ୍ଧୁଙ୍କୁ ଗିରଫ କରିଛି ଟାଉନ୍ ଥାନା ପୋଲିସ । ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।













Click it and Unblock the Notifications