Get Updates
Get notified of breaking news, exclusive insights, and must-see stories!

କିଶୋରୀଙ୍କୁ ମିଳିବ ସର୍ଭାଇକାଲ୍ କ୍ୟାନ୍ସର ଟୀକା, ଶୁଭାରମ୍ଭ କରିବେ ମୋଦି

କିଶୋରୀଙ୍କୁ ମିଳିବ ସର୍ଭାଇକାଲ୍ କ୍ୟାନ୍ସର ଟୀକା । ଆସନ୍ତା ୨୮ ତାରିଖରୁ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୪ ବର୍ଷ ଯାଏ ଝିଅଙ୍କୁ ସିଙ୍ଗଲ୍ ଡୋଜ୍ ଦିଆଯିବ । ୧୪ରୁ ବାହାଘର ପର୍ଯ୍ୟନ୍ତ ୩ଟି ଡୋଜ୍ ଦିଆଯିବ । ଏନେଇ ଗାଇଡଲାଇନ୍ ଆଣିଛନ୍ତି କେନ୍ଦ୍ର ସରକାର । ସେପଟେ ୨୦୨୬-୨୭ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କର୍କଟ ଚିକିତ୍ସା ଅଭିଯାନ ଆରମ୍ଭ କରିବେ । ଏଥିରେ ୩୧୧ କୋଟି ଟଙ୍କା ଖର୍ଚ୍ଚ ହେବ । ଯେଉଁଥିରେ ସବୁ ପ୍ରକାର କର୍କଟ ରୋଗ ପ୍ରତିହତ କରାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Modi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+