ଜଳୁଛି ସାରା ଓଡିଶା, ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର
ଉତ୍ତରରୁ ଉପକୂଳ ଯାଏଁ ସବୁଠି ପ୍ରବଳ ଗରମ । ଗତକାଲି ୪୦ ଡିଗ୍ରୀ ଉପରେ ରାଜ୍ୟର ୫ ସହରର ତାପମାତ୍ରା ରହିଥିଲା । ୪୨ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ।
ଭୁବନେଶ୍ୱର: ଜଳୁଛି ସାରା ଓଡିଶା । ଟାଇଁ ଟାଇଁ ଖରା ସାଙ୍ଗାକୁ ଗରମ ପବନ, ଅସ୍ତବ୍ଯସ୍ଥ ଜୀବନ । ଉତ୍ତରରୁ ଉପକୂଳ ଯାଏଁ ସବୁଠି ପ୍ରବଳ ଗରମ । ଗତକାଲି ୪୦ ଡିଗ୍ରୀ ଉପରେ ରାଜ୍ୟର ୫ ସହରର ତାପମାତ୍ରା ରହିଥିଲା । ୪୨ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ।

୪୧. ୮ ଡିଗ୍ରୀ ସହ ସୋନପୁର ଦ୍ୱିତୀୟ ଉତ୍ତପ୍ତ ସହର ଥିଲାବେଳେ ବୌଦ୍ଧ, ଭବାନୀପାଟଣା, ମାଲକାନଗିରିରେ ୪୦ ଉପରେ ରହିଥିଲା ପାରଦ । ଆସନ୍ତା ୩ ଦିନରେ ତାପାମାତ୍ରା ଆହୁରି ବଢ଼ିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ତେବେ ଗତକାଲି ସଂଧ୍ୟାରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ରାତି ବେଳା ତାପମାତ୍ର ଖସିଥିଲା । ମାତ୍ର ଆଜି ସକାଳୁ ପୁଣି ଲମ୍ବା ଡିଆଁ ମାରିଛି ପାରଦ ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications