ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା, ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

Odisha Weather: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଦିନେ କି ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଅତିକ୍ରମ କରିବ ତାପମାତ୍ରା । ଆଗକୁ ଟାଣ ଖରା ସହ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବଢୁଛି ଗରମ ଶୁଷ୍କ ପବନ ବହୁଛି ।

Weather Update

ଗତକାଲି ଝାରସୁଗୁଡ଼ାରେ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ପଶ୍ଚିମ ଓଡ଼ିଶାରେ ଏବେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ଅଧିକ ରହିଛି ତାପମାତ୍ରା । ଆସନ୍ତା ଦୁଇ ଦିନ ପରେ ପୁଣି ୨ ରୁ ୩ ଡିଗ୍ରୀ ତାତି ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମାର୍ଚ୍ଚ ମାସରେ ସ୍ୱଭାବିକ ଠାକୁ ଅଧିକ ଗରମ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+