ଆଜିଠୁ ପୁଣି ଉପରମୁହାଁ ପାରଦ, ପ୍ରବଳ ଖରା ସହ ଗୁଳୁଗୁଳି

Odisha Weather: ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା । ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା । ପ୍ରବଳ ଖରା ସହ ଗୁଳୁଗୁଳିଆ ହେବାର ସମ୍ଭାବନା ରହିଛି ।

Odisha Weather

ସୂଚନା ଅନୁସାରେ, କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଥିଲା ।ହେଲେ ଆଜିଠୁ ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ବୃଦ୍ଧି ପାଇବା ନେଇ ସୂଚନା ରହିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆଜିଠୁ ପୁଣି ତାପମାତ୍ରା ବଢିବା ସହ ଗୁଳୁଗୁଳି ଅନୁଭୂତ ହେବା ନେଇ ସମ୍ଭାବନା ରହିଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+