୭ ଡିଗ୍ରୀ ତଳକୁ ଖସିଲା ରାଉରକେଲା ଓ ଝାରସୁଗୁଡ଼ାରେ ପାରଦ

ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି। ସାରା ରାଜ୍ୟ ହାଡ଼ଭଙ୍ଗା ଶୀତରେ ଥରୁଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ଅପେକ୍ଷା ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଜିଲା ଗୁଡ଼ିକରେ ପ୍ରଚଣ୍ଡ ଶୀତ ପ୍ରକୋପ ଅନୁଭୂତ ହେଉଛି। କିଛିଦିନ ହେଲା ଶୀତ ଲହରୀ ଜାରି ରହିଥିବା ବେଳେ ଆହୁରି ୨ଦିନ ପର୍ଯ୍ୟନ୍ତ ଶୀତ ଲହରୀ ପ୍ରକୋପ ଲାଗି ରହିବାର ସମ୍ଭାବନା ରହିଛି।

Rourkela

ଆଜି ରାଉରକେଲା ଓ ଝାରସୁଗୁଡାରେ ପାରଦ ୭ ଡିଗ୍ରୀ ତଳକୁ ଖସିଛି। ରାଉରକେଲାରେ ୬.୬ ଓ ଝାରସୁଗୁଡାରେ ୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ଵରରେ ତାପମାତ୍ରା ୧୧.୮ ଡିଗ୍ରୀ ରେକର୍ଡ ହୋଇଛି। ସେପଟେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ଶୀତ ଓ ଘନ କୁହୁଡ଼ିର ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+