ରାଜ୍ୟରେ ୨୮ରୁ ବୃଦ୍ଧି ପାଇବ ତାପମାତ୍ରା

Odisha Weather: ରାଜ୍ୟରେ ଦୁଇଦିନ ପରେ ଉପର ମୁହାଁ ହେବ ପାରଦ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ବିଶେଷ ପରିବର୍ତ୍ତନ ହେବ ନାହିଁ । ହେଲେ ୨୮ ତାରିଖରୁ ୨ ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Odisha Weather

ଅନ୍ୟପକ୍ଷରେ ମଙ୍ଗଳବାର ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୬.୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ଅନ୍ୟ କିଛି ସ୍ଥାନରେ ୩୫ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି । ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୧୪.୧ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ସେହିପରି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗ୍ରୀଷ୍ମକାଳୀନ ଝଡ଼ବର୍ଷାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ଚାଷୀଙ୍କୁ ସତର୍କ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+